ବିଳାପ 1:11 - ପବିତ୍ର ବାଇବଲ11 ତାହାର ସମସ୍ତ ଲୋକ ବିଳାପ କରି ଆହାର ଖୋଜୁଛନ୍ତି। ସେମାନେ ବଞ୍ଚିବା ଉଦ୍ଦେଶ୍ୟରେ ଖାଦ୍ୟ ପାଇଁ ସେମାନଙ୍କର ମନୋହର ସାମଗ୍ରୀ ସବୁ ଦେଉଛନ୍ତି। ଯିରୁଶାଲମ କହେ, “ହେ ସଦାପ୍ରଭୁ, ଦେଖ, ମୋତେ ନିରୀକ୍ଷଣ କର, ଆଉ ଦେଖ ଲୋକମାନେ ମୋତେ ଘୃଣା କରୁଛନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)11 ତାହାର ଲୋକସକଳ ଦୀର୍ଘ ନିଶ୍ଵାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି। Se kapitletଓଡିଆ ବାଇବେଲ11 ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି। Se kapitlet |