ବିଳାପ 1:6 - ପବିତ୍ର ବାଇବଲ6 ସିୟୋନ କନ୍ୟାଠାରୁ ଆଶୀର୍ବାଦ ଓ ଉନ୍ନତି ତାହାଠାରୁ ଗ୍ଭଲିଯାଇଛି, ଏହାର ରାଜକୁମାରୀମାନେ ଗ୍ଭରଣଭୂମି ଖୋଜୁଥିବା ହରିଣ ପରି ବୁଲୁଛନ୍ତି। ପୁଣି ସେମାନଙ୍କୁ ଅନୁଧାବନ କରୁଥିବା ଲୋକମାନଙ୍କ ଆଗରେ ସେମାନେ ଶକ୍ତିହୀନ ହୋଇଛନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)6 ସିୟୋନ କନ୍ୟାର ଶ୍ରୀ ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି। Se kapitletଓଡିଆ ବାଇବେଲ6 ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି। Se kapitlet |