ବିଳାପ 3:53 - ପବିତ୍ର ବାଇବଲ53 ସେମାନେ ମୋତେ କୂପରେ ନିକ୍ଷେପ କରିଛନ୍ତି ଓ ମୋତେ ସଂହାର କରିବାକୁ ମୋ’ ଉପରେ ପ୍ରସ୍ତର ପକାଇ ଅଛନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)53 ସେମାନେ କୂପରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି। Se kapitletଓଡିଆ ବାଇବେଲ53 ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋ’ ଉପରେ ପ୍ରସ୍ତର ପକାଇ ଅଛନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି। Se kapitlet |