Online Bibel

- Annoncer -




ବିଳାପ 4:21 - ପବିତ୍ର ବାଇବଲ

21 ହେ ଇଦୋମର କନ୍ୟା ଓ ଉଷ ଦେଶ ନିବାସିନୀ, ତୁମ୍ଭେମାନେ ଆନନ୍ଦ କର ଓ ପୁଲକିତା ହୁଅ। ସଦାପ୍ରଭୁଙ୍କର ସେହି କ୍ରୋଧରୂପକ ପାନପାତ୍ର ତୁମ୍ଭମାନଙ୍କ ନିକଟକୁ ଯିବ। ତୁମ୍ଭେମାନେ ତାହା ପାନ କରି ମତ୍ତ ହେବ ଓ ଉଲଗ୍ନା ହେବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

21 ହେ ଉଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।

Se kapitlet Kopi

ଓଡିଆ ବାଇବେଲ

21 ହେ ଊଷ୍‍ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।

Se kapitlet Kopi




ବିଳାପ 4:21

Følg os:

Annoncer


Annoncer