ଲେବୀୟ ପୁସ୍ତକ 13:26 - ପବିତ୍ର ବାଇବଲ26 ମାତ୍ର ଯଦି ଯାଜକ ଦେଖିବ, ସେହି ଚିକ୍କଣ ଚିହ୍ନରେ ଶ୍ୱେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାକୁ ସାତ ଦିନ ପୃଥକ କରି ରଖିବ। Se kapitletପବିତ୍ର ବାଇବଲ (Re-edited) - (BSI)26 ମାତ୍ର ଯାଜକ ତାହା ଦେଖନ୍ତେ, ଯେବେ ଦେଖ, ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ରୁଦ୍ଧ କରି ରଖିବ। Se kapitletଓଡିଆ ବାଇବେଲ26 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ। Se kapitlet |