Online Bibel

- Annoncer -




ଲେବୀୟ ପୁସ୍ତକ 14:13 - ପବିତ୍ର ବାଇବଲ

13 ତା'ପରେ ସେ ଯାଜକ ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମବଳି ବଧ କରାଯାଏ ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ। ପାପାର୍ଥକ ବଳିପରି ଦୋଷାର୍ଥକ ବଳି ମଧ୍ୟ ଯାଜକର ଅଟେ। ତାହା ମହାପବିତ୍ର ଅଟେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର।

Se kapitlet Kopi

ଓଡିଆ ବାଇବେଲ

13 ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।

Se kapitlet Kopi




ଲେବୀୟ ପୁସ୍ତକ 14:13

Følg os:

Annoncer


Annoncer