Online Bibel

- Annoncer -




ଲେବୀୟ ପୁସ୍ତକ 14:27 - ପବିତ୍ର ବାଇବଲ

27 ଆଉ ଯାଜକ ନିଜର ଦକ୍ଷିଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତଥର ଛିଞ୍ଚିବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ, ଯାଜକ ଆପଣା ଦକ୍ଷିଣ ଅଙ୍ଗୁଳି ଦ୍ଵାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;

Se kapitlet Kopi

ଓଡିଆ ବାଇବେଲ

27 ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;

Se kapitlet Kopi




ଲେବୀୟ ପୁସ୍ତକ 14:27

Følg os:

Annoncer


Annoncer