ଲେବୀୟ ପୁସ୍ତକ 15:23 - ପବିତ୍ର ବାଇବଲ23 ଆଉ ତା'ର ଶଯ୍ୟା କିମ୍ବା ଆସନ ଉପରେ ଥିବା ଯେକୌଣସି ଜିନିଷ ଜଣେ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Se kapitletପବିତ୍ର ବାଇବଲ (Re-edited) - (BSI)23 ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Se kapitletଓଡିଆ ବାଇବେଲ23 ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Se kapitlet |