ଲେବୀୟ ପୁସ୍ତକ 15:25 - ପବିତ୍ର ବାଇବଲ25 “ଆଉ ସ୍ତ୍ରୀର ମାସିକ ଧର୍ମ ସମୟ ଛଡ଼ା ଯଦି କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିମ୍ବା ସାତ ଦିନ ଅତିବାହିତ ହେଲା ପରେ ଯଦି ରକ୍ତସ୍ରାବ ହୁଏ, ତେବେ ରକ୍ତସ୍ରାବ ହେଉଥିବ ପର୍ଯ୍ୟନ୍ତ ସେ ସ୍ତ୍ରୀର ମାସିକ ଧର୍ମ ସମୟ ପରି ଅଶୁଚି ରହିବ। Se kapitletପବିତ୍ର ବାଇବଲ (Re-edited) - (BSI)25 ଆଉ, ସ୍ତ୍ରୀଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ। Se kapitletଓଡିଆ ବାଇବେଲ25 ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ। Se kapitlet |