ଲେବୀୟ ପୁସ୍ତକ 16:20 - ପବିତ୍ର ବାଇବଲ20 “ଏହି ପ୍ରକାରେ ସେ ମହାପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ। Se kapitletପବିତ୍ର ବାଇବଲ (Re-edited) - (BSI)20 ଏହି ପ୍ରକାରେ ସେ ପବିତ୍ର ସ୍ଥାନ ଓ ସମାଗମ-ତମ୍ଵୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ; Se kapitletଓଡିଆ ବାଇବେଲ20 ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ। Se kapitlet |