ଲେବୀୟ ପୁସ୍ତକ 17:8 - ପବିତ୍ର ବାଇବଲ8 “ତୁମ୍ଭେ ସବୁ ଲୋକଙ୍କୁ କହିବ, ଇସ୍ରାଏଲ ବଂଶଜାତ କୌଣସି ଲୋକ କିମ୍ବା ଭ୍ରମଣକାରୀ କିମ୍ବା କୌଣସି ବିଦେଶୀ ଲୋକ ଯେବେ ହୋମବଳି କି ବଳିଦାନ କରେ, Se kapitletପବିତ୍ର ବାଇବଲ (Re-edited) - (BSI)8 ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ-ବଂଶଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯେବେ ହୋମ କି ବଳିଦାନ କରେ, Se kapitletଓଡିଆ ବାଇବେଲ8 ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ, Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ, Se kapitlet |