ଲେବୀୟ ପୁସ୍ତକ 18:12 - ପବିତ୍ର ବାଇବଲ12 “ତୁମ୍ଭେ ନିଜର ପିଉସୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ପିତାଙ୍କ ଅତି ନିକଟ ସମ୍ପର୍କୀୟ। Se kapitletପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରଜାତା। Se kapitletଓଡିଆ ବାଇବେଲ12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି। Se kapitlet |