ଲେବୀୟ ପୁସ୍ତକ 19:5 - ପବିତ୍ର ବାଇବଲ5 “ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ତାହା ଗୃହୀତ ହେବା ପାଇଁ ବିଧି ଅନୁସାରେ ଉତ୍ସର୍ଗ କରିବ। Se kapitletପବିତ୍ର ବାଇବଲ (Re-edited) - (BSI)5 ପୁଣି, ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ। Se kapitletଓଡିଆ ବାଇବେଲ5 ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ। Se kapitlet |