ଲେବୀୟ ପୁସ୍ତକ 19:8 - ପବିତ୍ର ବାଇବଲ8 ଆଉ ତହିଁର ଭୋକ୍ତା ନିଜ ଅପରାଧ ବହନ କରିବ। କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ତେଣୁ ନିଜ ଲୋକମାନଙ୍କଠାରୁ ପୃଥକ ରହିବ। Se kapitletପବିତ୍ର ବାଇବଲ (Re-edited) - (BSI)8 ଆଉ, ତହିଁର ଭୋକ୍ତା ନିଜ ଅପରାଧ ବହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Se kapitletଓଡିଆ ବାଇବେଲ8 ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Se kapitlet |