Online Bibel

- Annoncer -




ଲେବୀୟ ପୁସ୍ତକ 2:11 - ପବିତ୍ର ବାଇବଲ

11 “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଶସ୍ୟ-ନୈବେଦ୍ୟ ଆଣିବ, ତାହା ତାଡ଼ିଶୂନ୍ୟ ହେବା ଉଚିତ୍। ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ରୂପେ ତାଡ଼ି କି ମଧୁ କେବେ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍ ନୁହେଁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଦ କରିବ ନାହିଁ।

Se kapitlet Kopi

ଓଡିଆ ବାଇବେଲ

11 ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।

Se kapitlet Kopi




ଲେବୀୟ ପୁସ୍ତକ 2:11

Følg os:

Annoncer


Annoncer