ଲେବୀୟ ପୁସ୍ତକ 21:1 - ପବିତ୍ର ବାଇବଲ1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣଙ୍କ ପୁତ୍ର ଯାଜକଗଣଙ୍କୁ କୁହ, ଜଣେ ଯାଜକ ଏକ ମୃତ୍ୟୁବ୍ୟକ୍ତିକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ହାରୋଣର ପୁତ୍ର ଯାଜକଗଣକୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ। Se kapitletଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ। Se kapitlet |