ଲେବୀୟ ପୁସ୍ତକ 22:27 - ପବିତ୍ର ବାଇବଲ27 “ଯେତେବେଳେ କୌଣସି ଗୋରୁ କି ମେଷ କି ଛାଗ ଜନ୍ମ ହୁଅନ୍ତି ସାତ ଦିନ ପର୍ଯ୍ୟନ୍ତ ତା'ର ମା ସିହତ ରହିବ। ଅଷ୍ଟମ ଦିନପରେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଗ୍ରାହ୍ୟ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)27 ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ। Se kapitletଓଡିଆ ବାଇବେଲ27 “ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 “ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ। Se kapitlet |