ଲେବୀୟ ପୁସ୍ତକ 23:3 - ପବିତ୍ର ବାଇବଲ3 “ଛଅ ଦିନ କାମ କରାଯିବ, ମାତ୍ର ସପ୍ତମ ଦିନ, ବିଶ୍ରାମ ଦିନ। ଅର୍ଥାତ୍ ପବିତ୍ର ସଭା ହେବ। ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ। ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)3 ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହାବିଶ୍ରାମ, ଅର୍ଥାତ୍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ। Se kapitletଓଡିଆ ବାଇବେଲ3 ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହାବିଶ୍ରାମ, ଅର୍ଥାତ୍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହା ବିଶ୍ରାମ, ଅର୍ଥାତ୍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ। Se kapitlet |