Online Bibel

- Annoncer -




ଲେବୀୟ ପୁସ୍ତକ 24:10 - ପବିତ୍ର ବାଇବଲ

10 ଅନନ୍ତର ଜଣେ ମିଶରୀୟ ପୁରୁଷର ଔରସରେ ଇସ୍ରାଏଲୀୟ ଜଣେ ସ୍ତ୍ରୀଠାରୁ ଜାତ ଏକ ଇସ୍ରାଏଲ ପୁତ୍ର, ଇସ୍ରାଏଲୀୟମାନଙ୍କ ଛାଉଣି ଭିତରକୁ ଗଲା। ସେ ଛାଉଣିରେ ପ୍ରବେଶ କଲା ଓ ଜଣକ ସହିତ କଳି କଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ-ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।

Se kapitlet Kopi

ଓଡିଆ ବାଇବେଲ

10 ଏଥିଉତ୍ତାରେ ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ମିସରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।

Se kapitlet Kopi




ଲେବୀୟ ପୁସ୍ତକ 24:10

Følg os:

Annoncer


Annoncer