ଲେବୀୟ ପୁସ୍ତକ 24:18 - ପବିତ୍ର ବାଇବଲ18 ଯେକେହି କୌଣସି ପଶୁକୁ ହତ୍ୟା କରେ ସେ ମାରିଥିବା ପଶୁର ପ୍ରାଣ ଫେରାଇ ଆଣି ତା'ର କ୍ଷତିପୂରଣ ଦେବ। Se kapitletପବିତ୍ର ବାଇବଲ (Re-edited) - (BSI)18 ପୁଣି, ଯେ କେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ। Se kapitletଓଡିଆ ବାଇବେଲ18 ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ। Se kapitlet |