Online Bibel

- Annoncer -




ଲେବୀୟ ପୁସ୍ତକ 25:35 - ପବିତ୍ର ବାଇବଲ

35 “ଆଉ ଯେବେ ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ଜୀବିକା ନିର୍ବାହ ପାଇଁ ଅକ୍ଷମ ହୁଏ, ତେବେ ତୁମ୍ଭେ ତାହାକୁ ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଧାରଣ କରିବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

35 ଆଉ ଯେବେ ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଧାରଣ କରିବ।

Se kapitlet Kopi

ଓଡିଆ ବାଇବେଲ

35 ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଯାପନ କରିବ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।

Se kapitlet Kopi




ଲେବୀୟ ପୁସ୍ତକ 25:35

Følg os:

Annoncer


Annoncer