Online Bibel

- Annoncer -




ଲେବୀୟ ପୁସ୍ତକ 25:53 - ପବିତ୍ର ବାଇବଲ

53 ମାତ୍ର ସେହି ବ୍ୟକ୍ତି ତା’ ସହିତ ଜଣେ କ୍ଷଣସ୍ଥାୟୀ ଘରୋଇ ସାହାଯ୍ୟକାରୀ ହିସାବରେ ରହିବ। ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠୋର କର୍ତ୍ତୃତ୍ୱ କରି ପାରିବେ ନାହିଁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

53 ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ଵ କରିବ ନାହିଁ।

Se kapitlet Kopi

ଓଡିଆ ବାଇବେଲ

53 ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।

Se kapitlet Kopi




ଲେବୀୟ ପୁସ୍ତକ 25:53

Følg os:

Annoncer


Annoncer