ଲେବୀୟ ପୁସ୍ତକ 25:55 - ପବିତ୍ର ବାଇବଲ55 କାରଣ ଇସ୍ରାଏଲ ସନ୍ତାନଗଣ ଆମ୍ଭର ଦାସ। ଆମ୍ଭେ ସେମାନଙ୍କୁ ମିଶର ଦେଶରୁ ଦାସତ୍ୱରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Se kapitletପବିତ୍ର ବାଇବଲ (Re-edited) - (BSI)55 କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Se kapitletଓଡିଆ ବାଇବେଲ55 କାରଣ ଇସ୍ରାଏଲ ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Se kapitlet |