ଲେବୀୟ ପୁସ୍ତକ 4:26 - ପବିତ୍ର ବାଇବଲ26 ତା'ପରେ ସେହି ଯାଜକ ଉତ୍ସର୍ଗୀକୃତ ପଶୁର ସମସ୍ତ ମେଦ ନେବ ଏବଂ ଯଜ୍ଞବେଦି ଉପରେ ଦଗ୍ଧ କରିବ, ଯେଉଁ ଉପାୟରେ ସେ ମଙ୍ଗଳାର୍ଥକ ନୈବେଦ୍ୟରୁ ମେଦ ସହିତ କରିଥିଲା। ଏହି ପ୍ରକାରେ ଯାଜକ ସେ ଶାସକର ପାପ ପାଇଁ ପ୍ରାୟଶ୍ଚିତ କରିବ ଓ ତା'ଦ୍ୱାରା ସେ ଶାସକ ପ୍ରଭୁଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)26 ପୁଣି ମଙ୍ଗଳାର୍ଥକ ବଳିଦାନର ମେଦନ୍ୟାୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Se kapitletଓଡିଆ ବାଇବେଲ26 ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Se kapitlet |