ଲେବୀୟ ପୁସ୍ତକ 5:12 - ପବିତ୍ର ବାଇବଲ12 ସେ ଯାଜକ ନିକଟକୁ ତାହା ଆଣିବ ଓ ଯାଜକ ସେଥିରୁ ସ୍ମରଣାର୍ଥକ ନୈବେଦ୍ୟ ରୂପେ ମୁଠାଏ ନେଇ ଯଜ୍ଞବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ନୈବେଦ୍ୟ ଉପରେ ଦଗ୍ଧ କରିବ। ପାପରୁ ମୁକ୍ତ ହେବା ପାଇଁ ଏହା ପାପାର୍ଥକ ବଳି। Se kapitletପବିତ୍ର ବାଇବଲ (Re-edited) - (BSI)12 ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ। Se kapitletଓଡିଆ ବାଇବେଲ12 ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ। Se kapitlet |