ଲେବୀୟ ପୁସ୍ତକ 6:21 - ପବିତ୍ର ବାଇବଲ21 ପଲମରେ ତାହା ତୈଳମିଶ୍ରିତ ହୋଇ ପ୍ରସ୍ତୁତ କରାଯିବ। ପାକ ହେଲେ ତୁମ୍ଭେ ତାକୁ ଭିତରକୁ ଆଣିବ, ସେହି ନୈବେଦ୍ୟର ଖଣ୍ଡ ଖଣ୍ଡ ପକ୍ୱାନ୍ନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ସେହି ଆଘ୍ରାଣ ତାଙ୍କର ତୁଷ୍ଟିଜନକ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)21 ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ସିକ୍ତ ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ସେହି ଭକ୍ଷ୍ୟ-ନୈବେଦ୍ୟର ଖଣ୍ତ ଖଣ୍ତ ପକ୍ଵାନ୍ନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Se kapitletଓଡିଆ ବାଇବେଲ21 ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Se kapitlet |