ଲେବୀୟ ପୁସ୍ତକ 7:15 - ପବିତ୍ର ବାଇବଲ15 ମଙ୍ଗଳାର୍ଥକ ବଳି ପ୍ରଭୁଙ୍କ ଧନ୍ୟବାଦର ବଳି ରୂପେ ଉତ୍ସର୍ଗ କରାଯାଏ। ସେହି ବଳିର ମାଂସ ସେହି ଉତ୍ସର୍ଗ ଦିନରେ ଭୋଜନ କରାଯିବ। ତହିଁରୁ କୌଣସି ମାଂସ ପରଦିନ ପ୍ରାତଃକାଳ ପର୍ଯ୍ୟନ୍ତ ରହିବ ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ। Se kapitletଓଡିଆ ବାଇବେଲ15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ। Se kapitlet |