ଲେବୀୟ ପୁସ୍ତକ 8:14 - ପବିତ୍ର ବାଇବଲ14 ତା'ପରେ ମୋଶା ପାପାର୍ଥକ ବଳିର ଗୋବତ୍ସ ଆଣିଲେ। ତା'ପରେ ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକ ଉପରେ ହସ୍ତ ରଖିଲେ। Se kapitletପବିତ୍ର ବାଇବଲ (Re-edited) - (BSI)14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେଲେ। Se kapitletଓଡିଆ ବାଇବେଲ14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ। Se kapitlet |