ଲେବୀୟ ପୁସ୍ତକ 8:15 - ପବିତ୍ର ବାଇବଲ15 ତତ୍ପରେ ମୋଶା ତାକୁ ବଧ କଲେ ଓ ସେହି ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ଯଜ୍ଞବେଦିର ଗ୍ଭରିଆଡ଼େ ଶିଙ୍ଗ ଉପରେ ଦେଇ ଯଜ୍ଞବେଦିକି ପାପ ମୁକ୍ତ କଲେ। ଆଉ ଯଜ୍ଞବେଦି ମୂଳରେ ସେହି ରକ୍ତକୁ ଢାଳି ଦେଲେ। ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ପାଇଁ ସେ ଏହାକୁ ପବିତ୍ର କଲେ। Se kapitletପବିତ୍ର ବାଇବଲ (Re-edited) - (BSI)15 ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ଵାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକି ପବିତ୍ର କଲେ; ଆଉ, ବେଦିମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ। Se kapitletଓଡିଆ ବାଇବେଲ15 ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳି ଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ। Se kapitlet |