ଲୂକ ଲିଖିତ ସୁସମାଚାର 1:46 - ପବିତ୍ର ବାଇବଲ46 ତା'ପରେ ମରିୟମ କହିଲେ, “ମୋର ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି। Se kapitletପବିତ୍ର ବାଇବଲ (Re-edited) - (BSI)46 ଏଥିରେ ମରୀୟମ କହିଲେ, ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, Se kapitletଓଡିଆ ବାଇବେଲ46 ଏଥିରେ ମରୀୟମ କହିଲେ, ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, Se kapitletପବିତ୍ର ବାଇବଲ (CL) NT (BSI)46 ମରିୟମ କହିଲେ, “ମୋର ହୃଦୟ ଈଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ; Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, Se kapitlet |