Online Bibel

- Annoncer -




ଲୂକ ଲିଖିତ ସୁସମାଚାର 1:62 - ପବିତ୍ର ବାଇବଲ

62 ତା'ପରେ ସେମାନେ ପରେ ତା'ର ବାପାଙ୍କୁ ପଗ୍ଭରିଲେ, “ତୁମ୍ଭେ ଏହି ଶିଶୁର ନାମ କ’ଣ ଦେବାକୁ ଗ୍ଭହୁଁଛ?”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

62 ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସେମାନେ ତାଙ୍କୁ ସଙ୍କେତ କରି ପଚାରିବାକୁ ଲାଗିଲେ।

Se kapitlet Kopi

ଓଡିଆ ବାଇବେଲ

62 ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ ।

Se kapitlet Kopi

ପବିତ୍ର ବାଇବଲ (CL) NT (BSI)

62 ତା’ପରେ ସେମାନେ ତା’ର ପିତାଙ୍କୁ ସଙ୍କେତ କରି ପଚାରିଲେ, ସେ ପୁଅକୁ କି ନାମ ଦେବାକୁ ଇଚ୍ଛା କରନ୍ତି।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

62 ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ।

Se kapitlet Kopi




ଲୂକ ଲିଖିତ ସୁସମାଚାର 1:62

Følg os:

Annoncer


Annoncer