ଲୂକ ଲିଖିତ ସୁସମାଚାର 1:78 - ପବିତ୍ର ବାଇବଲ78 “ଆମ୍ଭମାନଙ୍କ ପରମେଶ୍ୱରଙ୍କ ସ୍ନେହମୟ ଅନୁଗ୍ରହ ହେତୁ, ସ୍ୱର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ। Se kapitletପବିତ୍ର ବାଇବଲ (Re-edited) - (BSI)78 ପୁଣି ଆମ୍ଭମାନଙ୍କ ପଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ଵରୁ ସୂର୍ଯ୍ୟୋଦୟ ହେବ, Se kapitletଓଡିଆ ବାଇବେଲ78 ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କ ପ୍ରତି ସ୍ୱର୍ଗରୁ ସୂର୍ଯ୍ୟ ଉଦୟ ହେବ, Se kapitletପବିତ୍ର ବାଇବଲ (CL) NT (BSI)78 ଆମ ଈଶ୍ୱର କୃପାବାନ୍ ଓ କୋମଳ ହୃଦୟ, ସେ ଆମ ପାଇଁ ପରିତ୍ରାଣର ସୂର୍ଯ୍ୟୋଦୟ କରାଇବେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT78 ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ, ଆମ୍ଭମାନଙ୍କ ଈଶ୍ବରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ, ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ୱରୁ ସୂର୍ଯ୍ୟୋଦୟ ହେବ, Se kapitlet |