ମଲାଖୀ 2:10 - ପବିତ୍ର ବାଇବଲ10 ପରମେଶ୍ୱର ଆମ୍ଭ ସମସ୍ତଙ୍କର ପିତା ଓ ଆମ୍ଭ ସମସ୍ତଙ୍କର ସୃଷ୍ଟିକର୍ତ୍ତା। ତେଣୁ କାହିଁକି ଆମ୍ଭ ମଧ୍ୟରୁ କେହି ଜଣେ ଅନ୍ୟ ଜଣକୁ ପ୍ରତାରଣା କରୁଛି? କାହିଁକି ଆମ୍ଭେମାନେ ଜଣେ ଅନ୍ୟ ଜଣ ପ୍ରତି ଅବିଶ୍ୱସ୍ତ? କାହିଁକି ପରମେଶ୍ୱର ଯେଉଁ ଚୁକ୍ତି ଆମ୍ଭ ପୂର୍ବପୁରୁଷଙ୍କ ସହିତ କରିଥିଲେ, ଆମ୍ଭେମାନେ ତାହା ଭାଙ୍ଗୁଛୁ? Se kapitletପବିତ୍ର ବାଇବଲ (Re-edited) - (BSI)10 ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି? ଏକ ପରମେଶ୍ଵର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତିଣ? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ଵାସଘାତକତା କରୁଅଛୁ? Se kapitletଓଡିଆ ବାଇବେଲ10 ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି ? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି ? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ ? Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ? Se kapitlet |