Online Bibel

- Annoncer -




ମଲାଖୀ 2:15 - ପବିତ୍ର ବାଇବଲ

15 ପରମେଶ୍ୱର ଉଭୟ ସ୍ୱାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସେମାନଙ୍କୁ ଶରୀର ଓ ଆତ୍ମାରେ ଏକ ହେବା ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ୱର ଧର୍ମପରାୟଣ ସନ୍ତାନସନ୍ତତି ଗ୍ଭହାନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ୱସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ଯୁବାବସ୍ଥାରେ ବିବାହ କରିଛ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ଵରୀୟ ଏକ ବଂଶର ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ଵାସଘାତକତା ନ କରୁ।

Se kapitlet Kopi

ଓଡିଆ ବାଇବେଲ

15 ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ କରିବା ନିମନ୍ତେ ଚେଷ୍ଟା କଲେ।ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।

Se kapitlet Kopi




ମଲାଖୀ 2:15

Følg os:

Annoncer


Annoncer