ମଲାଖୀ 3:6 - ପବିତ୍ର ବାଇବଲ6 “ଆମ୍ଭେ ସଦାପ୍ରଭୁ ଏବଂ ଆମ୍ଭେ ପରିବର୍ତ୍ତନ ହେବା ନାହିଁ। ସେଥିପାଇଁ ତୁମ୍ଭେ ଯାକୁବର ବଂଶଧର ବିନାଶ ହୋଇ ନାହଁ। Se kapitletପବିତ୍ର ବାଇବଲ (Re-edited) - (BSI)6 କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୁଏ ନାହିଁ। Se kapitletଓଡିଆ ବାଇବେଲ6 “କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ। Se kapitlet |