ମଲାଖୀ 3:9 - ପବିତ୍ର ବାଇବଲ9 ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମୋର ଦ୍ରବ୍ୟ ଗ୍ଭେରି କରିଛ। ତୁମ୍ଭେମାନେ ସମ୍ପୂର୍ଣ୍ଣ ଅଭିଶପ୍ତ।” Se kapitletପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ଅଭିଶାପରେ ଶାପଗ୍ରସ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। Se kapitletଓଡିଆ ବାଇବେଲ9 ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି। Se kapitlet |