Online Bibel

- Annoncer -




ମାଥିଉ 1:17 - ପବିତ୍ର ବାଇବଲ

17 ଏହିଭଳି ଭାବରେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ହେଲେ ମୋଟ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପର୍ଯ୍ୟନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ଯ୍ୟନ୍ତ ହେଲେ ଚଉଦ ପୁରୁଷ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହିପ୍ରକାରେ ସର୍ବସୁଦ୍ଧା ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।

Se kapitlet Kopi

ଓଡିଆ ବାଇବେଲ

17 ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ ।

Se kapitlet Kopi

ପବିତ୍ର ବାଇବଲ (CL) NT (BSI)

17 ଏହିପରି ଅବ୍ରାହାମଙ୍କଠାରେ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ; ଦାଉଦଙ୍କଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ ଏବଂ ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ଯ୍ୟନ୍ତ ଚଉଦ ପୁରୁଷ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।

Se kapitlet Kopi




ମାଥିଉ 1:17

Følg os:

Annoncer


Annoncer