ମାଥିଉ 1:2 - ପବିତ୍ର ବାଇବଲ2 ଅବ୍ରହାମ ଇସ୍ହାକଙ୍କ ବାପା। ଇସ୍ହାକ ଯାକୁବଙ୍କ ବାପା। ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କର ବାପା। Se kapitletପବିତ୍ର ବାଇବଲ (Re-edited) - (BSI)2 ଅବ୍ରହାମ ଇସ୍ହାକଙ୍କୁ ଜନ୍ମ ଦେଲେ, ଇସ୍ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ଯିହୁଦା ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ, Se kapitletଓଡିଆ ବାଇବେଲ2 ଅବ୍ରାହାମ ଇସ୍ହାକଙ୍କୁ ଜନ୍ମ ଦେଲେ, ଇସ୍ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ, Se kapitletପବିତ୍ର ବାଇବଲ (CL) NT (BSI)2 ଅବ୍ରାହାମଙ୍କ ପୁତ୍ର ଯିସହାକ; ଯିସହାକଙ୍କ ପୁତ୍ର ଯାକୁବ; ଯାକୁବଙ୍କ ପୁତ୍ର ଯିହୁଦା; Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅବ୍ରହାମ ଇସ୍ହାକଙ୍କୁ ଜନ୍ମ ଦେଲେ, ଇସ୍ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ, Se kapitlet |