Online Bibel

- Annoncer -




ମାଥିଉ 1:20 - ପବିତ୍ର ବାଇବଲ

20 କିନ୍ତୁ ଯୋଷେଫ ଯେତେବେଳେ ଏ କଥା ଭାବୁଥିଲେ, ସେତେବେଳେ ସ୍ୱପ୍ନରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କର ନାହିଁ। କାରଣ ତାହାଙ୍କ ଗର୍ଭରେ ଥିବା ଶିଶୁଟି ପବିତ୍ରଆତ୍ମାଙ୍କର।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ଵପ୍ନରେ ତାଙ୍କୁ ଦର୍ଶନ ଦେଇ କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାର ଗର୍ଭ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ହୋଇଅଛି।

Se kapitlet Kopi

ଓଡିଆ ବାଇବେଲ

20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି ।

Se kapitlet Kopi

ପବିତ୍ର ବାଇବଲ (CL) NT (BSI)

20 ସେ ଏହା ଭାବିବାବେଳେ ଜଣେ ସ୍ୱର୍ଗଦୂତ ତାଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, “ହେ ଦାଉଦବଂଶଜ ଯୋସେଫ! ମରିୟମଙ୍କୁ ପତ୍ନୀ ସ୍ୱରୂପେ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ପବିତ୍ରାତ୍ମାଙ୍କ ଦ୍ୱାରା ତାଙ୍କର ଗର୍ଭ ସଞ୍ଚାର ହୋଇଛି।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।

Se kapitlet Kopi




ମାଥିଉ 1:20

Følg os:

Annoncer


Annoncer