ମାଥିଉ 1:23 - ପବିତ୍ର ବାଇବଲ23 “ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”) Se kapitletପବିତ୍ର ବାଇବଲ (Re-edited) - (BSI)23 ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ, ଏହି ନାମର ଅର୍ଥ ‘ଆମ୍ଭମାନଙ୍କ ସହିତ ଈଶ୍ଵରʼ। Se kapitletଓଡିଆ ବାଇବେଲ23 "ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ", ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ୱର" । Se kapitletପବିତ୍ର ବାଇବଲ (CL) NT (BSI)23 ସେହି ଭବିଷ୍ୟବାଣୀ ହେଉଛି, “ଜଣେ କୁମାରୀ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ। ସେହି ପୁତ୍ର ‘ଇମ୍ମାନୁୟେଲ’ ନାମରେ ଅଭିହିତ ହେବେ। ଇମ୍ମାନୁୟେଲ ଅର୍ଥ ଈଶ୍ୱର ଆମ୍ଭମାନଙ୍କର ସହିତ ଅଛନ୍ତି”। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 “ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।” Se kapitlet |