ଗଣନା ପୁସ୍ତକ 10:34 - ପବିତ୍ର ବାଇବଲ34 ପ୍ରତିଦିନ ସଦାପ୍ରଭୁଙ୍କର ମେଘ ସେମାନଙ୍କୁ ବାଟ କଢ଼ାଇଲେ, ଯେତେବେଳେ ସେମାନେ ସେମାନଙ୍କର ଛାଉଣିରୁ ଯାତ୍ରାରମ୍ଭ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)34 ପୁଣି ସେମାନେ ଛାଉଣିରୁ ଯାତ୍ରା କରିବା ବେଳେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା। Se kapitletଓଡିଆ ବାଇବେଲ34 ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା। Se kapitlet |