Online Bibel

- Annoncer -




ଗଣନା ପୁସ୍ତକ 15:33 - ପବିତ୍ର ବାଇବଲ

33 ପୁଣି ଯେଉଁମାନେ ତାକୁ କାଠ ସଂଗ୍ରହ କରୁଥିବାର ଦେଖିଲେ ସେମାନେ ମୋଶା ଓ ହାରୋଣ ନିକଟକୁ ତାକୁ ଆଣିଲେ ଓ ସମସ୍ତ ମଣ୍ତଳୀ ତା'ର ଗ୍ଭରିପଟେ ଏକତ୍ରିତ ହେଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା ଓ ହାରୋଣ ଓ ସମସ୍ତ ମଣ୍ତଳୀଙ୍କର ସାକ୍ଷାତକୁ ତାହାକୁ ଆଣିଲେ।

Se kapitlet Kopi

ଓଡିଆ ବାଇବେଲ

33 ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।

Se kapitlet Kopi




ଗଣନା ପୁସ୍ତକ 15:33

Følg os:

Annoncer


Annoncer