ଗଣନା ପୁସ୍ତକ 16:47 - ପବିତ୍ର ବାଇବଲ47 ତେଣୁ ହାରୋଣ ମୋଶାଙ୍କ କହିବା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ିଗଲେ। ସେତେବେଳକୁ ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା। ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ପାଇଁ ପ୍ରାୟଶ୍ଚିତ କଲେ। Se kapitletପବିତ୍ର ବାଇବଲ (Re-edited) - (BSI)47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେତେବେଳେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ। Se kapitletଓଡିଆ ବାଇବେଲ47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ। Se kapitlet |