ଗଣନା ପୁସ୍ତକ 18:16 - ପବିତ୍ର ବାଇବଲ16 ଯେତେବେଳେ ତୁମ୍ଭେ ଏକ ମାସର ଶିଶୁକୁ ମୁକ୍ତ କର, ତା'ର ନିରୂପିତ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ। Se kapitletପବିତ୍ର ବାଇବଲ (Re-edited) - (BSI)16 ପୁଣି ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ। Se kapitletଓଡିଆ ବାଇବେଲ16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ। Se kapitlet |