ଗଣନା ପୁସ୍ତକ 2:5 - ପବିତ୍ର ବାଇବଲ5 “ଯିହୁଦା ଗୋଷ୍ଠୀର ପାଖରେ ଇଷାଖର ଗୋଷ୍ଠୀ ଛାଉଣି ସ୍ଥାପନ କରିବେ। ସୂୟାରର ପୁତ୍ର ନଥନେଲ, ଇଷାଖର ଲୋକମାନଙ୍କର ଅଧିପତି ହେବ। Se kapitletପବିତ୍ର ବାଇବଲ (Re-edited) - (BSI)5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ ; Se kapitletଓଡିଆ ବାଇବେଲ5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ; Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର-ସନ୍ତାନଗଣର ଅଧିପତି ହେବ; Se kapitlet |