ଗଣନା ପୁସ୍ତକ 20:19 - ପବିତ୍ର ବାଇବଲ19 ଇସ୍ରାଏଲର ଲୋକମାନେ କହିଲେ, “ଆମ୍ଭେମାନେ କେବଳ ତୁମ୍ଭ ସଡ଼କ ଦେଇ ଯିବୁ। ଯଦି ଆମ୍ଭେମାନେ କିମ୍ବା ଆମ୍ଭମାନଙ୍କ ପଶୁ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ, ଆମ୍ଭେମାନେ କେବଳ ତୁମ୍ଭ ଦେଶ ଦେଇ ପାଦରେ ଯିବୁ। ଆମ୍ଭେମାନେ ଆଉକିଛି କରିବୁ ନାହିଁ।” Se kapitletପବିତ୍ର ବାଇବଲ (Re-edited) - (BSI)19 ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ; ଯେବେ ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ। Se kapitletଓଡିଆ ବାଇବେଲ19 ସେତେବେଳେ ଇସ୍ରାଏଲ ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।” Se kapitlet |