Online Bibel

- Annoncer -




ଗଣନା ପୁସ୍ତକ 22:22 - ପବିତ୍ର ବାଇବଲ

22 ସେତେବେଳେ ବିଲିୟମ ଆପଣା ଦୁଇ ଦାସଙ୍କ ସହିତ ଗଧ ଉପରେ ଚଢ଼ି ଯାଉଥିଲେ। ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା। ଆଉ ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଥିରେ ସେ ଯିବା ସକାଶୁ ପରମେଶ୍ଵରଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।

Se kapitlet Kopi

ଓଡିଆ ବାଇବେଲ

22 ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।

Se kapitlet Kopi




ଗଣନା ପୁସ୍ତକ 22:22

Følg os:

Annoncer


Annoncer