ଗଣନା ପୁସ୍ତକ 23:22 - ପବିତ୍ର ବାଇବଲ22 ପରମେଶ୍ୱର ସେମାନଙ୍କୁ ମିଶରରୁ ବାହାର କରି ଆଣି ଅଛନ୍ତି। ସେମାନେ ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳୀ। Se kapitletପବିତ୍ର ବାଇବଲ (Re-edited) - (BSI)22 ପରମେଶ୍ଵର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ତୁଲ୍ୟ ସେମାନଙ୍କର ବଳ। Se kapitletଓଡିଆ ବାଇବେଲ22 ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ। Se kapitlet |