ଗଣନା ପୁସ୍ତକ 24:19 - ପବିତ୍ର ବାଇବଲ19 “ଯାବୁକ ପରିବାରବର୍ଗରୁ ଏକ ନୂତନ ରାଜା ଆସିବେ। ସେ ସେହି ଲୋକମାନଙ୍କୁ ବିନଷ୍ଟ କରିବେ, ଯେଉଁମାନେ ଏପର୍ଯ୍ୟନ୍ତ ଜୀବିତ ଅଛନ୍ତି।” Se kapitletପବିତ୍ର ବାଇବଲ (Re-edited) - (BSI)19 ପୁଣି ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ଵ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ। Se kapitletଓଡିଆ ବାଇବେଲ19 ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।” Se kapitlet |