Online Bibel

- Annoncer -




ଗଣନା ପୁସ୍ତକ 26:42 - ପବିତ୍ର ବାଇବଲ

42 ଦାନ ପରିବାରବର୍ଗର ପରିବାରଗୁଡ଼ିକ ହେଲେ: ଶୂହମଠାରୁ ଶୂହମୀୟ ଗୋଷ୍ଠୀ,

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନର ବଂଶ।

Se kapitlet Kopi

ଓଡିଆ ବାଇବେଲ

42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍‍ର ବଂଶ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍‍ର ବଂଶ।

Se kapitlet Kopi




ଗଣନା ପୁସ୍ତକ 26:42

Følg os:

Annoncer


Annoncer